ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର ବଜାର ପୁଞ୍ଜିକରଣରେ ଗୋଟିଏ ଦିନରେ ୫.୫ ଟ୍ରିଲିୟନ ଡଲାରର ଐତିହାସିକ ହ୍ରାସ-ବୃଦ୍ଧି ପରିଲକ୍ଷିତ…