ମାଲ୍ବାହୀ ଲାଇନ୍ଚ୍ୟୁତ, ଟ୍ରାକ୍ରୁ ଖସିଲା ୨୫ ବଗି, ଟନେଲ୍ରେ ଫସି…
କୋରାପୁଟ,୨୮ା୫(ଅମିତାଭ ବେହେରା): ବୁଧବାର ଅପରାହ୍ନରେ ଆନ୍ଧ୍ରର ଚିମିଡ଼ିପାଲି ରେଳ ଷ୍ଟେଶନ ନିକଟରେ ଏକ ଟନେଲ ଭିତରେ ମାଲ୍ବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ମାଲବାହୀର ୨୫ରୁ ଊଦ୍ଧର୍ବ ବଗି ଲାଇନଚ୍ୟୁତ ହୋଇଛି। ଏହି ଟନେଲ ମଧ୍ୟରେ ରହିଛି ଟ୍ରେନ୍ର ଅଧା ବଗି।…
ଡ୍ରାଇଭର ଶୋଇପଡ଼ିବାରୁ ଟ୍ରେନ୍ ଦୁର୍ଘଟଣା
ନୂଆଦିଲ୍ଲୀ,୭ା୬: ପଞ୍ଜାବରେ ୪ ଦିନ ପୂର୍ବରୁ ଏକ ମାଲ୍ବାହୀ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଉକ୍ତ ଟ୍ରେନ୍ର ଲୋକୋ ପାଇଲଟ୍ ଏବଂ ତାଙ୍କ ସହକାରୀ ଶୋଇପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିଲା ବୋଲି ତଦନ୍ତରୁ ଜଣାପଡ଼ିଛି। ଶୋଇପଡ଼ିଥିବାରୁ ରେଡ୍ ସିଗ୍ନାଲରେ ସେମାନେ ବ୍ରେକ୍ ଚାପିପାରି…
Video: ବିନା ପାଇଲଟରେ ୮୪ କିଲୋମିଟର ଗଡ଼ିଲା ଟ୍ରେନ୍: ଯାତ୍ରୀଙ୍କ ମଧ୍ୟରେ ସୃଷ୍ଟି ହେଲା ଆତଙ୍କ, ତଦନ୍ତ ନିର୍ଦେଶ
ନୂଆଦିଲ୍ଲୀ,୨୫ା୨: ଜମ୍ମୁ କଶ୍ମୀରର କାଠୁଆ ରେଳ ଷ୍ଟେସନରେ ଏକ ମାଲବାହୀ ଟ୍ରେନ୍ ହଠାତ୍ ପଠାନକୋଟ ଆଡକୁ ବିନା ପାଇଲଟରେ ଗଡିଛି। ପଞ୍ଜାବର ମୁକେରିଆନ୍ ଷ୍ଟେସନରେ ଅଟକିବା ପୂର୍ବରୁ ଏହି ଟ୍ରେନ୍ ପ୍ରାୟ ୮୪ କିଲୋମିଟର ପର୍ଯ୍ୟନ୍ତ ବିନା ଡ୍ରାଇଭରରେ ଗଡିଥିଲା। ଏହି…

