Googleର ବଡ଼ ନିଷ୍ପତ୍ତି! Gmailରେ ଲଗ୍ଇନ୍ ଲାଗି ଆସିବ QR-Code ବ୍ୟବସ୍ଥା, SMS ଜରିଆରେ ଭେରିଫିକେଶନ୍ ବନ୍ଦ
ନୂଆଦିଲ୍ଲୀ,୨୬।୨: ଗୁଗୁଲ୍ ଏହାର ଇମେଲ୍ ସେବା Gmailକୁ ଅଧିକ ସୁରକ୍ଷିତ କରିବା ଲାଗି ଲଗାତାର ନୂଆ ଫିଚର୍ସ ଲଞ୍ଚ କରୁଛି। ଏବେ କମ୍ପାନୀ Text Based password ବଦଳରେ ଏକ ନୂଆ ଭେରିଫିକେଶନ ସିଷ୍ଟମ ଆଣିପାରେ। Google ଏବେ ଜିମେଲ୍ରେ QR…
ବିବାହ ପରେ ମହିଳାମାନେ ଗୁଗ୍ଲରେ ସବୁଠୁ ଅଧିକ ସର୍ଚ୍ଚ କରନ୍ତି ଏହି ଜିନିଷ, ଉତ୍ତର ଜାଣିଲେ…
ସାଧାରଣତଃ ଲୋକମାନେ ସର୍ଚ୍ଚ ଇଞ୍ଜିନ ଗୁଗ୍ଲରେ ଅନେକ ପ୍ରକାରର ଜିନିଷ ଖୋଜନ୍ତି। କିନ୍ତୁ ଏକ ସାମ୍ପ୍ରତିକ ଅଧ୍ୟୟନରୁ ଜଣାପଡିଛି ଯେ, ଜଣେ ବିବାହିତ ମହିଳା ପ୍ରକୃତରେ ଗୁଗ୍ଲରେ କ’ଣ ସର୍ଚ୍ଚ କରନ୍ତି। ଗୁଗ୍ଲରେ ମହିଳାମାନେ କରିଥିବା ସର୍ଚ୍ଚର ଫଳାଫଳ ଜାଣି ଆପଣ…
ଗୁଗ୍ଲରେ ଟ୍ରମ୍ପଙ୍କୁ ସର୍ଚ୍ଚ କରିଛନ୍ତି ସର୍ବାଧିକ ଲୋକ, ଏହା ପରେ ରହିଛି ଏହି ବ୍ୟକ୍ତିଙ୍କ ନାମ…
ଓ୍ବାଶିଂଟନ, ୧୧।୧୨: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଚଳିତବର୍ଷ ଗୁଗ୍ଲରେ ସର୍ବାଧିକ ଲୋକ ସର୍ଚ୍ଚ କରିଛନ୍ତି। ଗୁଗ୍ଲର ‘ଇୟର ଇନ୍ ସର୍ଚ୍ଚ ୨୦୨୪’ ତାଲିକାର ବ୍ୟକ୍ତିତ୍ୱ ଶ୍ରେଣୀରେ ବିଶ୍ୱବ୍ୟାପୀ ସର୍ବାଧିକ ଲୋକ ଟ୍ରମ୍ପ୍ଙ୍କୁ ସର୍ଚ୍ଚ କରିଛନ୍ତି। ଓ୍ବେଲ୍ସ ଯୁବରାଣୀ କେଟ୍…
ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…
ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ ଡକ୍ଟରେଟ୍ ଉପାଧି ଲାଭ କରିଛନ୍ତି । ସାନ୍ ଫ୍ରାନ୍ସିକୋରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଏହା…
ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?
ନୂଆଦିଲ୍ଲୀ,୨୭।୪: ଗୁଗ୍ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାରତୀୟ ଅଟନ୍ତି। ଏଭଳି ପରିସ୍ଥିତିରେ ଲୋକମାନେ ଆମେରିକାରେ ଥଟ୍ଟା…
‘କାମରେ ଧ୍ୟାନ ଦିଅ’, କର୍ମଚାରୀଙ୍କୁ ଗୁଗ୍ଲ ସିଇଓ ସୁନ୍ଦର ପିଚାଇଙ୍କ କଡ଼ା ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୦ା୪: ନିକଟରେ ଗୁଗ୍ଲ ଅଫିସ୍ ଭିତରେ କିଛି କର୍ମଚାରୀ ଧାରଣାରେ ବସିଥିଲେ। ସେମାନେ ଗୁଗ୍ଲ କ୍ଲାଉଡ୍ ସିଇଓଙ୍କ କାର୍ଯ୍ୟାଳୟକୁ ପ୍ରାୟ ୮ ଘଣ୍ଟା ଧରି ଦଖଲ କରି ନେଇଥିଲେ। ପରେ ପୋଲିସକୁ ଡକାଯାଇ ସମସ୍ତଙ୍କୁ ଗିରଫ କରାଯାଇଥିଲା। ଏହି ଘଟଣାରେ ଗୁଗ୍ଲର…
ଡୁଡ୍ଲ ପରିବର୍ତ୍ତନ କଲା ଗୁଗ୍ଲ
ଗୁଗ୍ଲ ଡୁଡ୍ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍ ଆରମ୍ଭକୁ ସ୍ମରଣ କରି ଡୁଡ୍ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ କରିଛି। ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଚାଲିଥିବାରୁ ଏହି ପ୍ରତୀକାତ୍ମକ ପ୍ରତିନିଧିତ୍ୱ ଦେଶରେ ଚାଲିଥିବା…
ପ୍ରତୀକ୍ଷା ଶେଷ: Google Gemini ଆପ୍ ଲଞ୍ଚ୍, ଏହି ୟୁଜର୍ସ କରିପାରିବେ ବ୍ୟବହାର
କିଛି ଦିନ ପୂର୍ବରୁ ବାର୍ଡର ନାମ Geminiକୁ ବଦଳାଇବା ପରେ ଗୁଗଲ ଶେଷରେ Google Gemini ଆପ ଲଞ୍ଚ୍ କରିଛି। ଭାରତରେ ଆଣ୍ଡ୍ରଏଡ ୟୁଜର୍ସଙ୍କ ପାଇଁ Google Gemini ରୋଲଆଉଟ ଆରମ୍ଭ ହୋଇଛି। ତଥାପି ଆଇଓଏସ ୟୁଜର୍ସଙ୍କୁ ଏହି ଆପ ପାଇଁ…
ପୁଣି ବଡ଼ ଛଟେଇ କଲେ ଗୁଗୁଲ୍-ଆମାଜନ: ଏକା ସାଙ୍ଗରେ ଏତିକି କର୍ମଚାରୀ ହରାଇଲେ ଜୀବିକା
ନୂଆଦିଲ୍ଲୀ, ୧୧।୧: କିଛି ଦିନରେ ବିରତି ପରେ ପୁଣି ବଡ଼ ସଂଖ୍ୟାରେ ଛଟେଇ କରିଛନ୍ତି ଆମେରିକୀୟ ଟେକ୍ ଜାଏଣ୍ଟସ୍ ଗୁଗୁଲ୍ ଏବଂ ଆମାଜନ। ଗୁଗୁଲ୍ ଏହାର ଭଏସ ଆକ୍ଟିଭେଟେଡ଼ ଗୁଗୁଲ୍ ଆକ୍ଟିଭେଟେଡ଼ ଆସିଷ୍ଟାଣ୍ଟ ସଫ୍ଟୱେର ଟିମକୁ ଛଟେଇ କରିବ। ସେହିଭଳି ଇ-କମର୍ସ…
ଗୁଗ୍ଲ ଦେବ ୫,୮୦୦ କୋଟି ଟଙ୍କା, ୧୦ କୋଟି ୟୁଜର୍ସଙ୍କୁ ମିଳିବ ଏହି ରାଶି, ଜାଣିନିଅନ୍ତୁ ଆପଣଙ୍କ ଆକାଉଣ୍ଟକୁ ଆସିବ କି ନାହିଁ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪ା୧୨: ବିଶ୍ୱର ଅଗ୍ରଣୀ ବୈଷୟିକ କମ୍ପାନୀ ଗୁଗ୍ଲକୁ କଠୋର ଅର୍ଥଦଣ୍ଡ ଦିଆଯାଇଛି। ବର୍ତ୍ତମାନ କମ୍ପାନୀକୁ ଆମେରିକାରେ ୭୦୦ ମିଲିୟନ ଡଲାର୍ (ପ୍ରାୟ ୫,୮୨୩ କୋଟି ଟଙ୍କା) ଦେବାକୁ ପଡ଼ିବ। ଗୁଗ୍ଲ ବଜାରରେ ଆଣ୍ଡ୍ରଏଡ୍ରେ କଠୋର ସ୍ଥିତିର ସୁଯୋଗ ନେଇ ଗୁଗ୍ଲକୁ ଏକ…
ବିଜ୍ଞାପନ ବିଭାଗକୁ ପୁନର୍ଗଠନ କରିବ ଗୁଗଲ୍, ଚାକିରି ହରାଇବା ଭୟରେ ୧୨ ହଜାର କର୍ମଚାରୀ
ନୂଆଦିଲ୍ଲୀ, ୨୩।୧୨ : ଆମେରିକୀୟ ଟେକ୍ ଜାଏଣ୍ଟ ଗୁଗଲ୍ ଏହାର ସେଲସ ୟୁନିଟକୁ ପୁନର୍ଗଠନ କରିବାକୁ ଯୋଜନା କରୁଛି। କମ୍ପାନୀର ଏହି ନିଷ୍ପତ୍ତି ପରେ ଅନେକ କର୍ମଚାରୀଙ୍କ ମନରେ ଛଟେଇ ଭୟ ସୃଷ୍ଟି ହୋଇଛି, ଯେତେବେଳେ ପୂର୍ବରୁ କମ୍ପାନୀ ୧୨ ହଜାର…
ଭୁଲ ତଥ୍ୟ ଦେବାରୁ ଗୁଗୁଲ୍ ଉପରେ ୫୦ମିଲିୟନ୍ ଡଲାର ଜରିମାନା ଲଗାଇଲେ କୋର୍ଟ
ନୂଆଦିଲ୍ଲୀ, ୨୦ା୧୨: ଋଷ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଭୁଲ ପ୍ରସାର କରିବା ତଥ୍ୟ କିମ୍ବା ଅନ୍ୟାନ୍ୟ ପ୍ରସଙ୍ଗରେ ତଥାକଥିତ “ନକଲି” ତଥ୍ୟ ଡିଲିଟ କରିବାରେ ବିଫଳ ହେବାରୁ ଋଷର ଏକ କୋର୍ଟ ବୁଧବାର ଗୁଗୁଲ ଉପରେ ୪.୬ ବିଲିୟନ ରୁବେଲ (୫୦.୮୪ ନିୟୁତ…
Archives


