ଗୋପାଳପୁର ଗଣବଳାତ୍କାର ମାମଲା: ଦାଖଲ ହେଲା ଚାର୍ଜଶିଟ୍ ଗୋପାଳପୁର,୨୮ା୭: ଗୋପାଳପୁର ଗଣବଳାତ୍କାର ମାମଲାରେ ସୋମବାର ଚାର୍ଜଶିଟ୍ ଦାଖଲ ହୋଇଛି। ଏସ୍ଡିଜେଏମ୍ଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୫୭୪ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଗୋପାଳପୁର ଗଣବଳାତ୍କାର ମାମଲାରେ ଏନ୍ଏଚ୍ଆର୍ସିରେ ମାମଲା ରୁଜୁ କରାଯାଇଥିଲା। ଗୋପାଳପୁର ବେଳାଭୂମିରେ ହୋଇଥିବା…