ଗୋବର୍ଦ୍ଧନ ପୂଜା ଅବସରରେ ଗାଈକୁ ଘାସ ଖୁଆଇଲେ ପ୍ରଧାନମନ୍ତ୍ରୀ ମୋଦି, ଫଟୋ ବି ଶେୟାର କଲେ
ନୂଆଦିଲ୍ଲୀ,୧୦।୧୧: ପ୍ରଧାନମନ୍ତ୍ରୀ ମୋଦି ଗୋବର୍ଦ୍ଧନ ପୂଜା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରିଛନ୍ତି, ଯେଉଁଥିରେ ସେ ଏକ ଗାଈକୁ ଘାସ ଖୁଆଉଥିବାର ଦୃଶ୍ୟ ରହିଛି। ଏହି ଫଟୋ ସହିତ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ‘ଗୋବର୍ଦ୍ଧନ ପୂଜାର…

