କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ ପ୍ରାଣକେନ୍ଦ୍ର ଜୟପୁର ପର୍ଯ୍ୟନ୍ତ ସରକାରୀ ବସ ସେବାର ଶୁଭାରମ୍ଭ ହୋଇଯାଇଛି। ସୋମବାର କୁନ୍ଦୁରା...