୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତର ବାଗଲପୁର ଗ୍ରାମରେ। ଗ୍ରାମର ଜଣେ ଗରିବ କଳାକାର ବଳିଆ ଦାସ...