ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର ଅନୁସାରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ମେଟାକୁ ଏକ ନୋଟିସ…