ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ ନେଇ ଉଦ୍ବେଗ ପ୍ରକାଶ କରାଯାଇଛି। ଏହି କ୍ରମରେ ରାଜ୍ୟ ରାଜସ୍ୱ ସଚିବ ସବୁ...