ସରକାରୀ ମେଡିକାଲ କଲେଜରେ ଗ୍ୟାସ୍ ଲିକ୍, ନିଃଶ୍ୱାସ ନେଇ ନ ପାରି ରୋଗୀ… ଲକ୍ଷ୍ନୌ,୨୫ା୫: ଉତ୍ତରପ୍ରଦେଶର ଶାହଜାହାନପୁରର ସରକାରୀ ମେଡିକାଲ କଲେଜରେ ଗ୍ୟାସ୍ ଲିକ୍ ଯୋଗୁ ରୋଗୀମାନଙ୍କୁ ତୁରନ୍ତ ଓ୍ବାର୍ଡରୁ ବାହାରକୁ ନିଆଯାଇଥିଲା। ସୂଚନା ଅନୁଯାୟୀ, ଗ୍ୟାସ ଲିକ୍ ଯୋଗୁ ଲୋକମାନେ ନିଃଶ୍ୱାସ ନେବାରେ ଅସୁବିଧା ଭୋଗ କରିଥିଲେ। ଗ୍ୟାସ୍ ଲିକ୍ ସମ୍ପର୍କରେ ସୂଚନା ପାଇବା…