ଏଣିକି ସମସ୍ତ ସରକାରୀ ଅଫିସରେ BSNL ବାଧ୍ୟତାମୂଳକ
ଭୁବନେଶ୍ୱର,୫ା୯: ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ। ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍ ବ୍ୟବହାର ହେବ। BSNL ବ୍ରଡ୍ବ୍ୟାଣ୍ଡ୍, ଲ୍ୟାଣ୍ଡଲାଇନ୍, ଲିଜ ଲାଇନ ସେବା ବ୍ୟବହାର ହେବ।...


