ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ! ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଏହି ପ୍ରସଙ୍ଗରେ ପରିସ୍ଥିତି ସ୍ପଷ୍ଟ କରିଛନ୍ତି। ଗୁରୁଗ୍ରାମର ଚାର୍ଟର୍ଡ...