ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ସରକାରୀ ମାନ୍ୟତା ସହ ମାସିକ ୩୦ ହଜାର ଟଙ୍କା ପାରିଶ୍ରମିକ ଦାବି, ନ ହେଲେ ଆନ୍ଦୋଳନ ତୀବ୍ରତର ଚେତାବନୀ
ଦିଗପହଣ୍ଡି,୨୫ା୧୧(ଅଶେଷ ନାଥ ମିଶ୍ର): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ୍ ଓ୍ବାର୍କର୍ସ ଆସୋସିଏଶନ ଦିଗପହଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ(୍ଆଇସିଡିଏସ୍)କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଗଣଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରାଜ୍ୟ ସଂଘର…

