‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’ ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯନ୍ତ୍ରପାତି ମେଳାକୁ ଏନ୍ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର...