ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ ପରେ ଯୁକ୍ତ ୨ରେ ୮ଟି ବିଭାଗ ଓ ଯୁକ୍ତ ୩ରେ ୭ଟି ବିଭାଗରେ...