ରାଜ୍ୟପାଳଙ୍କ ଉଦ୍ବେଗ: କହିଲେ ଅଫିସର ବି ଜାଣୁନାହାନ୍ତି ଯୋଜନା ଭୁବନେଶ୍ୱର,୨୩ା୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍ପତି ଉଦ୍ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ…