ନୂଆଦିଲ୍ଲୀ,୬/୧୧: ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ନୂଆଦିଲ୍ଲୀରେ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି। ରାଷ୍ଟ୍ରପତି ଭବନରେ ରାଜ୍ୟପାଳ, ରାଷ୍ଟ୍ରପତିଙ୍କୁ ସାକ୍ଷାତ…