କାର୍ଯ୍ୟାନୁଷ୍ଠାନ ଧମକ ଦେଲେ ରାଜ୍ୟପାଳ କୋଲକାତା,୧୭ା୧୧: ପଶ୍ଚିମବଙ୍ଗ ରାଜଭବନ ପରିସରରେ ଭାଜପା ନେତାମାନଙ୍କ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଗଚ୍ଛିତ ରଖିବା ପାଇଁ ଅନୁମତି ଦିଆଯାଇଥିବା ତୃଣମୂଳ କଂଗ୍ରେସ ଏମ୍ପି କଲ୍ୟାଣ ବାନାର୍ଜୀ ଶନିବାର ଅଭିଯୋଗ ଆଣିବା ପରେ ଏହାକୁ ନେଇ ଉଭୟ ଦଳ ମୁହଁାମୁହିଁ ହୋଇଛନ୍ତି। ହୁଗ୍ଲି...