ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍ ହେଲେ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍ ଚର୍ଚ୍ଚାରେ ରହୁଛନ୍ତି ସେ। କହିବାର ତାତ୍ପର୍ଯ୍ୟ ଏବେ ତାଙ୍କର କଥିତ…