govt bus

ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍‌, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ

ବରଗଡ଼,୧୦ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରୁ ଅଯୋଧ୍ୟାକୁ ସୋମବାର ସରକାରୀ ବସ୍‌ ସେବା ଆରମ୍ଭ ହୋଇଛି। ଆଜି ସକାଳେ ସ୍ଥାନୀୟ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିଛନ୍ତି।…

10 months ago