ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ଭୁବନେଶ୍ୱର,୨୯ା୫(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ...