୭ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ହଡ଼ପ: ବନ୍ଧା ହେଲେ ପୂର୍ବତନ ପିଇଓ କଳିଙ୍ଗନଗର,୩୦ା୮(ଶୁଭାଶିଷ ରାଉତ): ୭ ଲକ୍ଷ ୩୫୦୦୦ ହଜାର ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକର ପୂର୍ବତନ ପିଇଓ ସନ୍ତୋଷ କୁମାର ଜେନାଙ୍କୁ ଦାନଗଦୀ ବ୍ଲକରୁ ଗିରଫ କରିଛି କଟକ ଭିଜିଲାନ୍ସ ବିଭାଗ। କେସ୍ ନମ୍ବର ୨୬/୨୫ରେ...