Budget 2026: ୧୭.୨ ଲକ୍ଷ କୋଟି ଋଣ କରିବେ ସରକାର, ବିତିୟ ନିଅଣ୍ଟ ୪.୩% ରଖିବାକୁ ଲକ୍ଷ୍ୟ ନୂଆଦିଲ୍ଲୀ,୧।୨: ରବିବାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜକୋଷୀୟ ନିଅଣ୍ଟକୁ ଜିଡିପି (GDP)ର ୪.୩ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହା…