ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ… କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ ଧରି ଜେଲରେ ଥିବା ୬୨ ବର୍ଷୀୟ ଦାରାଙ୍କୁ ମୁକ୍ତ କରିବା ପାଇଁ ପ୍ରକ୍ରିୟା…