Grammy Awardରେ ସମ୍ମାନିତ ହେଲେ ଦଲାଇ ଲାମା, ଜାଣନ୍ତୁ କେଉଁ କାରଣ ପାଇଁ ବୌଦ୍ଧ ଧର୍ମଗୁରୁଙ୍କୁ ମିଳିଛି ପ୍ରତିଷ୍ଠିତ ସମ୍ମାନ ନୂଆଦିଲ୍ଲୀ,୨।୨: ବୌଦ୍ଧ ଧାର୍ମ ସବୁଠାରୁ ବଡ଼ ଧର୍ମଗୁରୁ ଦଲାଇ ଲାମା ଗ୍ରାମୀ ପୁରସ୍କାର ଜିତିଛନ୍ତି। ୧୪ତମ ଦଲାଇ ଲାମା ୬୮ତମ ଗ୍ରାମୀ ପୁରସ୍କାରରେ ଏକ ପୁରସ୍କାର ଜିତିଛନ୍ତି। ଉଲ୍ଲେଖନୀୟ ଯେ ଗ୍ରାମୀ ପୁରସ୍କାର ସଂଗୀତ ଜଗତର ଏକ ଅତ୍ୟନ୍ତ ମର୍ଯ୍ୟାଦାଜନକ ପୁରସ୍କାର,…