କେନ୍ଦୁଝର,୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଗମ୍ଭାରିଆ ମୁଣ୍ଡା ସାହିରେ ଜଣେ ବୃଦ୍ଧାକୁ ହତ୍ୟା କରିବା ଘଟଣାରେ ନାତୁଣୀ ଏବଂ ନାତୁଣୀ ଜ୍ୱାଇଁଙ୍କୁ ପୋଲିସ…