ଇରାନର ଏକ ବଡ଼ ନିଷ୍ପତ୍ତିକୁ ନେଇ କୃତଜ୍ଞତା ଜଣାଇଲେ ଟ୍ରମ୍ପ ଓ୍ବାଶିଂଟନ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ଜାନୁଆରୀ ୧୬) ଏକ ଅସାଧାରଣ ଏବଂ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇ ଇରାନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ୮୦୦ ରୁ ଅଧିକ ରାଜନୈତିକ କଏଦୀଙ୍କ ମୃତ୍ୟୁଦଣ୍ଡକୁ ବାତିଲ...