ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ… ନୂଆଦିଲ୍ଲୀ,୧୩।୩: କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ଯୋଜନାର ୨୨ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ…