ଗ୍ରୀନ୍ବାଡ଼ିକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ଚଳାଚଳ ପାଇଁ ଦାବି କରି ଅଞ୍ଚଳବାସୀ…
ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ): ଗତ ସରକାରରେ ଲୋକଙ୍କ ଯାତାୟାତର ସୁବିଧା ପାଇଁ ପଞ୍ଚାୟତ ମୁଖ୍ୟାଳୟରୁ ବ୍ଲକ ମୁଖ୍ୟାଳୟକୁ ସଂଯୋଗ ତଥା ଯାତାୟାତ ପାଇଁ ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ ହୋଇଥିଲା। ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ପଞ୍ଚାୟତକୁ ଏହି ବସ୍ ସେବା ମିଳୁଛି କିନ୍ତୁ…

