ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଏହି ଅଭିଯୋଗ ଶୁଣାଣିରେ ସକାଳ ୭ଟାରୁ…