ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ…. ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା ଦେଖାଯାଇଥିଲା । ମହାଆଡମ୍ବରରେ ବିବାହ ହୋଇଥିବା ବେଳେ ସତ ସାମ୍ନାକୁ ଆସିବା ପରେ…