GST collections rise

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ ଡିସେମ୍ବରରେ…

17 hours ago