GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଖେଳାଳିମାନେ ସେମାନଙ୍କ ହୋଟେଲକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା; ତଥାପି,…