ପ୍ଲେଅଫ୍ ରେସରୁ ବାଦ୍ ପଡ଼ିଲା ଚେନ୍ନାଇ ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍ ମ୍ୟାଚ୍ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଗୁଜରାଟ ପୂର୍ୱ ଭଳି…