ଶାହରୁଖଙ୍କୁ ଝଟକା ଦେବାକୁ ପ୍ରସ୍ତୁତ ଗୁଜୁରାଟ! ଏହି ୩ ଖେଳାଳିଙ୍କୁ ଦଳରୁ ବାଦ ଦେଇପାରେ GT, ପ୍ରଶଂସକ ଆଶ୍ଚର୍ଯ୍ୟ
ନୂଆଦିଲୀ,୨୭।୧୦: IPL 2027 ନିଲାମ ପୂର୍ବରୁ ଗୁଜୁରାଟ ଟାଇଟାନ୍ସ ନିଜ ଦଳରେ ପରିବର୍ତ୍ତନ କରିପାରେ। ଆଗାମୀ ସିଜିନ ପାଇଁ ଦଳ ନିକଟରେ ଶକ୍ତିଶାଳୀ ଖେଳାଳି ଚୟନ କରିବାର ସୁଯୋଗ ରହିଛି, ଯାହା ଫଳରେ କେତେଜଣ ଖେଳାଳିଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି।…

