ଗୁଡ଼ାରି ଡାକ୍ତରଖାନାରେ ନାହିଁ ଏକ୍ସ-ରେ ସୁବିଧା, ୪୫ କିମି ଦୂର ଯାଉଛନ୍ତି ରୋଗୀ
ଗୁଡାରି,୨୯।୧୧(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ୍ସ-ରେ (X-Ray) ସୁବିଧା ନଥିବାରୁ ରୋଗୀମାନେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷକରି ଦୁର୍ଘଟଣା, ହାଡ଼ ଭାଙ୍ଗିବା ଓ ଛାତିଜନିତ ସମସ୍ୟାରେ ପୀଡ଼ିତ ରୋଗୀମାନଙ୍କୁ ଏକ୍ସ-ରେ କରିବା…

