Tag Archives: gudari news

ବାତ୍ୟା ‘ଅକ୍ୱାନ’ ମୁକାବିଲା: ଗୁଡାରି ବ୍ଲକରେ ୩ଟି ଅସ୍ଥାୟୀ ଆଶ୍ରୟସ୍ଥଳୀରେ ୫୯ ଜଣ ସ୍ଥାନାନ୍ତରିତ; ମା’ ଗୃହରେ ୩ ପ୍ରସୂତିଙ୍କ ସଫଳ ପ୍ରସବ

ଗୁଡାରି, ୧୯।୧୧ (ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ଗୁଡାରି ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ବ୍ଲକର ୩ଟି ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ମୋଟ ୫୯ ଜଣଙ୍କୁ…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଗୁଡ଼ାରି ବ୍ଲକ ପ୍ରଶାସନ ସଜାଗ, ୯ ପଞ୍ଚାୟତରେ ନିଯୁକ୍ତ ହେଲେ ନୋଡାଲ ଅଧିକାରୀ

ଗୁଡାରି,୨୬।୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବକୁ ଦୃଷ୍ଟିରେ ରଖି ଗୁଡାରି ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ଗତ ୨୫ ତାରିଖରୁ ବ୍ଲକ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟ କରୁଥିବା ବେଳେ ସୋମବାର…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଘୋଷଣା କରିଛନ୍ତି । ଗୁରୁବାର ପୂର୍ତ୍ତ ବିଭାଗ ପକ୍ଷରୁ…

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଏଇଆରଓ ପ୍ରସନ୍ନ କୁମାର ପାଢ଼ୀ ରବିବାର ଗୁଣୁପୁରରେ ଉପଜିଲାପାଳଙ୍କ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ ଥିବା ଯୋଗୁ ଏଠାରେ ବାରମ୍ବାର ଏପରି ହେଉଛି । ଏହି ହାଇୱା ଦବି…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ରାସ୍ତାର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବଡ଼…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ ନେଇ ବହୁ ହିତାଧିକାରୀ ଗତ ସୋମବାର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଜିଲାପାଳଙ୍କ ଯୁଗ୍ମ…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା ପରେ ତାଙ୍କ ମୃତଦେହକୁ ପ୍ରାୟ ୩ ରୁ ୪ କିଲୋମିଟର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?