Tag Archives: gudari

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି ସିନିଅର ବର୍ଗରେ ବୀରେନ୍ଦ୍ର ପାଓ୍ବାର ଲିଫ୍ଟଙ୍ଗ ଗେମ୍‌ରେ ୨୫୦ କିଲୋଗ୍ରାମ ଡେଡ୍‌ ଲିଫ୍ଟ…

ପରଲୋକରେ ଆଧ୍ୟାତ୍ମିକ ଗୁରୁ ଦିବ୍ୟସିଂହ ମିଶ୍ର, ଝୁରି ହେଉଛନ୍ତି ଗୁଡ଼ାରିବାସୀ

ଗୁଡ଼ାରି,୧୬ା୧୦(ପ୍ରମୋଦ କୁମାର ପତି): ଗୁଡ଼ାରି ଅଞ୍ଚଳରେ ଆଧ୍ୟାତ୍ମିକ ପ୍ରବଚନ ଦେଇ ଲୋକଙ୍କ ମନରେ ଭଗବାନଙ୍କ ପ୍ରସାଦ ବାଣ୍ଟିବା ଥିଲା ମୂଳ ଲକ୍ଷ୍ୟ। ସ୍ଥାନୀୟ ସହରର ଗ୍ରାମଦେବୀ ଠାକୁରାଣୀଙ୍କ ମନ୍ଦିର ନିକଟରେ ଆପ୍ରାଣ ଉଦ୍ୟମ କରି ପ୍ରତିଷ୍ଠା କରିଥିଲେ ‘ଦିବ୍ୟ ଜୀବନ ସଂଘ’।…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ ସାଧାରଣ ସମ୍ପାଦକ ଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ନାମ…

୨୦ ବର୍ଷରେ ପାଦ ଥାପିବ ଟାଉନ ଦୁର୍ଗାପୂଜା କମିଟି, ବଂଶଧାରା ନଦୀତଟରେ ପୂଜାର୍ଚ୍ଚନା

ଗୁଡ଼ାରି,୧୯ା୯(ପ୍ରମୋଦ କୁମାର ପତି): ପବିତ୍ର ରାଧାଷ୍ଟମୀ ଅବସରରେ ଶନିବାର ଗୁଡ଼ାରି ଟାଉନ ଦୁର୍ଗାପୂଜା କମିଟି ପକ୍ଷରୁ ଦୁର୍ଗାପୂଜା ନିମନ୍ତେ ମୃତ୍ତିକା ପୂଜା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ବଂଶଧାରା ନଦୀ ତଟରେ ମୃର୍ତ୍ତିକା ପୂଜା ଓ ଗଙ୍ଗା ପୂଜା ପରେ ସ୍ଥାନୀୟ ଭଣ୍ଡାରଘରଣୀ…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ ପଣ୍ଡାଙ୍କ ଜରିଆରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମୁଖ୍ୟତଃ ସ୍ଥାନୀୟ ବଂଶଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?