ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପରେ ବି ବଦଳିନି ଭାଗ୍ୟ: ଗୁଡ଼ାରିରେ ପୋଲ ନଥିବାରୁ ନାଳରେ ବୁହାହେଲେ ରୋଗୀ
ଗୁଡ଼ାରି, ୨୭।୧୦ (ପ୍ରମୋଦ କୁମାର ପତି): ଆଜିର ଆଧୁନିକ ଯୁଗରେ ବି ଗାଁକୁ ରାସ୍ତା ଓ ପୋଲ ନଥିବାରୁ ଜରୁରୀ ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ। ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ପେଣ୍ଡିଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମରେ ପୁଣି ଏକ…

