ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ରାଜ୍ୟର ୬୩୮୭ ଶିକ୍ଷକ ପାଇବେ… ଭୁବନେଶ୍ୱର,୨ା୮: ଅବସର ଗ୍ରହଣ କରିଥିବା ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି କରାଯାଇଛି। ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍ଗ୍ରାଣ୍ଡ ସ୍କୁଲରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି...