ସାବଧାନ! ଆମିଷ ଦୋକାନୀଙ୍କ ପାଇଁ ଆସିଲା ଗାଇଡ୍ଲାଇନ୍, ଆମିଷ ବର୍ଜ୍ୟ ଏଣେତେଣେ ପକାଇଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୬।୧ବନ୍ଦନା ସେଠୀ): ଜନସ୍ବାସ୍ଥ୍ୟ, ପରିବେଶ ପରିମଳ ଏବଂ ବିମାନ ଚଳାଚଳ ଆଦିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଆମିଷ ବର୍ଜ୍ୟ ପରିଚାଳନାକୁ କଡ଼ାକଡ଼ି କରାଯାଇଛି । ମାଛ, ମାଂସ, କୁକୁଡ଼ା ଦୋକାନ, କଂସେଇଖାନା ଆଦିରୁ ବାହାରୁଥିବା ବର୍ଜ୍ୟ...


