କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର କରିଛି। ଏହି ପୋଷ୍ଟ ସ୍ପଷ୍ଟ ଭାବରେ ସ୍ପଷ୍ଟ କରୁଛି ଯେ, ଗିନିଜ ୱାଲର୍ଡ…