ପାଇଲଟ ସ୍ମିତଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗାନ୍ଧିନଗର,୧।୧୦: ଗୁଜରାଟ ସରକାର ସାହସୀ ପାଇଲଟ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସୋମନାଥ ମନ୍ଦିରରେ ବିଶେଷ ପ୍ରାର୍ଥନା କରାଯାଇଥିଲା। ରାଜ୍ୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଘୋଷଣା କରିଥିବା ମଚ୍ଛାରଙ୍କୁ ମର୍ଯ୍ୟାଦାଜନକ ଗୁଜରାଟ…

