ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ସ୍ଲାବ୍ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ ନୂଆଦିଲ୍ଲୀ,୧।୪: ମଙ୍ଗଳବାର ଗୁଜରାଟର ବନାସକାଣ୍ଠା ଜିଲାରେ ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଅଗ୍ନିକାଣ୍ଡ ପରେ ଅନେକ ବିସ୍ଫୋରଣ ହୋଇଥିଲା। ଏହି…