ନୂଆଦିଲ୍ଲୀ,୧।୪: ମଙ୍ଗଳବାର ଗୁଜରାଟର ବନାସକାଣ୍ଠା ଜିଲାରେ ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଚାରି ଜଣ ଆହତ…