ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ ପରାସ୍ତ କରିଛି। ଏହା ରାଜସ୍ଥାନର ଲଗାତର ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଗୁଜରାଟ…