ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୭ଟି ରାଜସ୍ବ ଗ୍ରାମ ଅଞ୍ଚଳର ଜମି ହାତେଇଚାଲିଛି ଗୁଜରାଟରୁ…
ଏହି ରାଜ୍ୟରେ ପଶିଲା ନୂଆ ଭାଇରସ୍, କୋମାରେ ପହଞ୍ଚି ଯାଉଛି ମଣିଷ
ଉଦୟପୁର, ୧୬।୦୭: ଗୁଜୁରାଟ ପରେ ଏବେ ଚଣ୍ଡିପୁରା ଭାଇରସ୍ ରାଜସ୍ଥାନରେ ପ୍ରବେଶ କରିଛି। ଏହି ଭାଇରସ୍ର ଲକ୍ଷଣଗୁଡିକ ଉଦୟପୁରର ଆଦିବାସୀ ଅଞ୍ଚଳର ୨ ପିଲାଙ୍କଠାରେ ଦେଖିବାକୁ ମିଳିଛି। ସେଥିମଧ୍ୟରୁ ଗୁଜୁରାଟର ହିମ୍ମତନଗରର ସିଭିଲ ହସ୍ପିଟାଲରେ ଚିକିତ୍ସା ସମୟରେ ଜଣେ ଶିଶୁର ମୃତ୍ୟୁ…
୬ ମହଲା ବିଲ୍ଡିଂ ଭୁଶୁଡ଼ିବା ଘଟଣା, ଉଦ୍ଧାର ହେଲା ୭ ମୃତଦେହ
ସୁରତ, ୭।୭: ଗୁଜୁରାଟର ସୁରତ ଅଞ୍ଚଳରେ ଶନିବାର ଏକ ୬ ମହଲା ବିଲ୍ଡିଂ ଭୁଷୁଡ଼ିବା ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଅଧିକାରୀକ ସ୍ତରରେ ସୂଚନା ଦିଆଯାଇଛି । ଏହି ବିଲ୍ଡିଂ ବେଆଇନ୍ ଭାବେ ୨୦୧୭ ମସିହାରେ ନିର୍ମାଣ କରାଯାଇଥିଲା…

