ନିଜ ନିଜ ସ୍ତ୍ରୀଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଦେଲେ ଦୁଇ ଭାଇ, ଏମିତି ସାମ୍ନାକୁ ଆସିଲା ପ୍ରକୃତ ଘଟଣା…
ରାଞ୍ଚି,୨୭ା୧୧: ଝାଡ଼ଖଣ୍ଡର ଗୁମଲା ଜିଲାରେ ଦୁଇ ଯାଆଙ୍କ ମଧ୍ୟରେ ଥିବା ପୁରୁଣା ବିବାଦକୁ କେନ୍ଦ୍ର କରି ସେମାନଙ୍କୁ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଦୁଇ ଭାଇଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଆମ୍ବୁଲାନ୍ସ ଚାଳକ ଶିବ ଶଙ୍କର ସାହୁ ଏବଂ ତାଙ୍କ…

