Tag Archives: gun

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା...

ଦେଶୀ ବନ୍ଧୁକ, ଧନୁତୀର ଧରି ଜୀବନରେ ମାରିଦେବାକୁ ଦେଉଥିଲେ ଧମକ, ଗାଁରେ ପୋଲିସ ପହଞ୍ଚି…

ଖଡ଼ିଆଳ,୩୧ା୮(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା କୋମନା ଥାନା ଦେଓଦରା ଗାଁରୁ ଦେଶୀ ବନ୍ଧୁକ ସହ ଦୁଇ ଧନୁତୀର ଜବତ ହୋଇଥିବା ବେଳେ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। କୋମନା ପୋଲିସଠାରୁ ମିଳିଥିବା ସୂଚନା ଅନୁସାରେ,...

ରାସ୍ତାରେ ଯାଉଥିଲେ ଯୁବତୀ, ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି, ଆଉ ତା’ ପରେ…

ଆନନ୍ଦପୁର,୪ା୭(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘଷିପୁରାରେ ଗୁଳି ଫୁଟିବାରୁ ଜଣେ ଯୁବତୀ ଆହତ ହୋଇଛନ୍ତି। ମେଡିକାଲ ରୋଡ୍‌ରେ ଥିବା ଏକ ଘରୋଇ ବ୍ୟାଙ୍କର ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରିବାକୁ ଆସିଥିବା ଭ୍ୟାନ୍‌ର ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ହଠାତ୍‌ ଗୁଳି ଫୁଟିଥିଲା।...

ପୋଲିସର ଚଢ଼ାଉ: ୩ ବନ୍ଧୁକ, ୭୦ ଗୁଳି ଜବତ

କେନ୍ଦ୍ରାପଡ଼ା,୯ା୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ଥାନା ଅନ୍ତର୍ଗତ ଇନ୍ଦାଳୋଠାରେ ଗତ ୪ ତାରିଖରେ ଗୁଳିକାଣ୍ଡ ହୋଇଥିଲା। ଏହି ଗୁଳିକାଣ୍ଡରେ ଅପରାଧୀଙ୍କୁ ଧରିବାକୁ ଜିଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏହିି କ୍ରମରେ ଗୁରୁବାର ବିଳମ୍ବିତ ରାତିରେ ଟାଉନ ଥାନା...

ଘରେ ଦେଶୀ ବନ୍ଧୁକ ରଖିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ବେଆଇନ ଅସ୍ତ୍ରଶସ୍ତ୍ର ରଖିବା ଅଭିଯୋଗରେ ପୋଲିସ ଜଣକୁ ଗିରଫ କରି...

ଗାଁରେ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରୁଥିଲେ ବାପ-ପୁଅ, ବାନ୍ଧିଲା ପୋଲିସ

ଗୋପାଳପୁର,୧୫ା୧୧(ନବୀନରାଜ ଆଚାରୀ): ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁର ଗ୍ରାମରେ ଦେଶୀ ବନ୍ଧୁକ ଧରି ଆତଙ୍କ ସୃଷ୍ଟି କରିବା ମାମଲାରେ ସ୍ଥାନୀୟ ପୋଲିସ ବାପ-ପୁଅ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଏକ ଦେଶୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri