ବେଆଇନ ବନ୍ଧୁକ କାରଖାନା ଠାବ, ୪ ଅଭିଯୁକ୍ତଙ୍କୁ ଉଠାଇ ନେଲା କୋଲକାତା ପୋଲିସ କଟକ ସଦର,୧୩ା୩(ସୁଶାନ୍ତ କୁମାର ଜେନା): କଟକ କମିଶନରେଟ ପୋଲିସ ଅଧିନସ୍ଥ ୪୨ ମୌଜା ଥାନା ଅନ୍ତର୍ଗତ ଧୂଳିଶ୍ୱର୍ ଗ୍ରାମର ଏକ ବେଆଇନ ବନ୍ଧୁକ କାରଖାନା ଉପରେ ଗୁରୁବାର ଭୋର୍ରୁ କୋଲକାତା ଓ ଭୁବନେଶ୍ବର ଏସ୍ଟିଏଫ, ୪୨ ମୌଜା ଥାନା ପୋଲିସ...